Leviticus 16:14 — Compare Translations

5 translations compared side by side

Odia - 1840
"ତହୁଁ ସେ ଗୋବତ୍ସର କିଚି ରକ୍ତ ନଇେ ପାପାଚ୍ଛଦନର ପୂର୍ବଆଡେ ଅଙ୍ଗୁଳି ରେ ଛିଞ୍ଚିବ। ପୁଣି ପାପାଚ୍ଛଦନ ସମ୍ମୁଖ ରେ ଅଙ୍ଗୁଳି ଦ୍ବାରା ସାତଥର ସହେି ରକ୍ତ ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ଵାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ଵାରା ସାତ ଥର ସେହି ରକ୍ତ ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।