Leviticus 16:15 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନଇେ ବଧ କରିବ ଓ ତାହାର ରକ୍ତ ବିଚ୍ଛଦବେସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନଇେ କରିଥିଲା, ସହେିପରି ତାହାର ରକ୍ତ ନଇେ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛଦନ ସମ୍ମୁଖ ରେ ତାହା ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)