Leviticus 16:17 — Compare Translations
5 translations compared side by side
Odia - 1840
"ସହେି ସମୟରେ ହାରୋଣ ପ୍ରାଯଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନ ରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇଶ୍ରାୟେଲର ସମସ୍ତ ସମାଜ ପାଇଁ ଯେପର୍ୟ୍ଯନ୍ତ ପ୍ରାଯଶ୍ଚିତ କରି ନାହାନ୍ତି ସପେର୍ୟ୍ଯନ୍ତ ସମାଗମ ତମ୍ବୁ ରେ କୌଣସି ମଣିଷ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟାବଧି ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ଵୁରେ କୌଣସି ମନୁଷ୍ୟ ରହିବ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ ହାରୋଣ ପ୍ରାୟଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇସ୍ରାଏଲର ସମସ୍ତ ସମାଜ ପାଇଁ ଯେପର୍ଯ୍ୟନ୍ତ ପ୍ରାୟଶ୍ଚିତ କରି ନାହାନ୍ତି ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମଣିଷ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
Odia IRV 2017 (ଓଡିଆ ବାଇବେଲ)