Leviticus 16:18 — Compare Translations

5 translations compared side by side

Odia - 1840
"ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ୟଜ୍ଞବଦେୀ ପାଖକୁ ୟାଇ ତହିଁ ନିମନ୍ତେ ପ୍ରାଯଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନଇେ ୟଜ୍ଞବଦେୀର ଶୃଙ୍ଗ ଉପରେ ଚାରିଆଡେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ବାହାର ହୋଇ ସମ୍ମୁଖସ୍ଥିତ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ଯଜ୍ଞବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନେଇ ଯଜ୍ଞବେଦିର ଶୃଙ୍ଗ ଉପରେ ଗ୍ଭରିଆଡ଼େ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।