Leviticus 16:19 — Compare Translations
5 translations compared side by side
Odia - 1840
"ତା'ପରେ ସେ ରକ୍ତରୁ କିଛି ନଇେ ଅଙ୍ଗୁଳି ଦ୍ବାରା ସାତଥର ଛିଞ୍ଚି ଅଶୁଚି ବଦେୀକୁ ଶୁଦ୍ଧ କରିବ ଓ ଇଶ୍ରାୟେଲ ଲୋକମାନଙ୍କ ଅ େଶୗଚରୁ ତାହା ଶୁଚି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ଵାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୌଚରୁ ତାହା ଶୁଚି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ-ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।