Leviticus 16:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
Odia IRV 2017 (ଓଡିଆ ବାଇବେଲ)