Leviticus 16:20 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ସେ ମହାପବିତ୍ରସ୍ଥାନ, ସମାଗମ ତମ୍ବୁ ଓ ୟଜ୍ଞବଦେୀ ନିମନ୍ତେ ପ୍ରାଯଶ୍ଚିତ କରିସାରିଲା ଉତ୍ତା ରେ ସହେି ଜୀଅନ୍ତା ଛାଗକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ପବିତ୍ର ସ୍ଥାନ ଓ ସମାଗମ-ତମ୍ଵୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ;
Odia Bible ERV 2004 (ପବିତ୍ର ବାଇବଲ)
“ଏହି ପ୍ରକାରେ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।