Leviticus 16:22 — Compare Translations

5 translations compared side by side

Odia - 1840
"ତହୁଁ ସହେି ଛାଗ ସମାନଙ୍କେର ସମସ୍ତ ଅପରାଧ ଆପଣା ମସ୍ତକରେ ବହନ କରି ସହେି ଜନଶୂନ୍ଯ ଦେଶକୁ ନଇେଯିବେ। ତାକୁ ନଇେଥିବା ଲୋକଟି ସହେି ସ୍ଥାନ ରେ ସେ ଛାଗକୁ ଛାଡିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ନରଶୂନ୍ୟ ଦେଶକୁ ଆପଣା ଉପରେ ବହି ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ଆପଣା ମସ୍ତକରେ ବହନ କରି ସେହି ଜନଶୂନ୍ୟ ଦେଶକୁ ନେଇଯିବ। ତାକୁ ନେଇଥିବା ଲୋକଟି ସେହି ସ୍ଥାନରେ ସେ ଛାଗକୁ ଛାଡ଼ିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।