Leviticus 16:23 — Compare Translations

5 translations compared side by side

Odia - 1840
"ତା'ପରେ ହାରୋଣ ସମାଗମ ତମ୍ବୁକୁ ଆସିବ। ପବିତ୍ରସ୍ଥାନ ରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢି ହବେ। ସେ ସଗେୁଡିକୁ ସମାଗମ ତମ୍ବୁ ରେ ଛାଡିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହାରୋଣ ସମାଗମ-ତମ୍ଵୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ହାରୋଣ ସମାଗମ-ତମ୍ବୁକୁ ଆସିବ। ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢ଼ି ଦେବ। ସେ ସେଗୁଡ଼ିକୁ ସମାଗମ-ତମ୍ବୁରେ ଛାଡ଼ିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।