Leviticus 16:24 — Compare Translations
5 translations compared side by side
Odia - 1840
"ତା'ପରେ ସେ କୌଣସି ପବିତ୍ରସ୍ଥାନ ରେ ନିଜର ଶରୀରକୁ ଜଳ ରେ ଧେ ୗତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହାମବେଳି ଓ ଲୋକମାନଙ୍କର ହାମବେଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାଯଶ୍ଚିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।