Leviticus 16:25 — Compare Translations

5 translations compared side by side

Odia - 1840
"ଆଉ ସେ ପାପାର୍ଥକ ବଳିର ମଦେ ୟଜ୍ଞବଦେୀ ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ପାପାର୍ଥକ ବଳିର ମେଦ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।