Leviticus 16:27 — Compare Translations

5 translations compared side by side

Odia - 1840
" ଯେଉଁ ପାପର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାୟାଇ ପ୍ରାଯଶ୍ଚିତ ହବୋ ପାଇଁ ଥିଲା, ସମାନଙ୍କେର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣୀ ବାହାରକୁ ନଇେ ଅଗ୍ନି ରେ ଦଗ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାପାର୍ଥକ ବଳିର ଯେଉଁ ଗୋବତ୍ସର ଓ ପାପାର୍ଥକ ବଳିର ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତକରଣାର୍ଥେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ ଓ ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ପାପାର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାଯାଇ ପ୍ରାୟଶ୍ଚିତ ହେବା ପାଇଁ ଥିଲା, ସେମାନଙ୍କର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣି ବାହାରକୁ ନେଇ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇ ଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।