Leviticus 16:28 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ସଗେୁଡିକୁ ଦଗ୍ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳ ରେ ଭଲ ଭାଗ ରେ ଧୋଇବ ଏବଂ ତା'ପରେ କବଳେ ସେ ଛାଉଣୀ ରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସେଗୁଡ଼ିକୁ ଦଗ୍ଧ କରିବ, ସେ ତା’ର ବସ୍ତ୍ର ଧୋଇବା ଉଚିତ୍ ଓ ତା’ର ସମସ୍ତ ଶରୀର ଜଳରେ ଭଲ ଭାଗରେ ଧୋଇବ ଏବଂ ତା’ପରେ କେବଳ ସେ ଛାଉଣିରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।