Leviticus 16:3 — Compare Translations
5 translations compared side by side
Odia - 1840
"ହାରୋଣ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପୂର୍ବରୁ ପ୍ରାଯଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହାମବେଳି ରୂପେ ଏକ ମଷେଛୁଆ ପ୍ରାଯଶ୍ଚିତ ଦିନ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପୂର୍ବରୁ ପ୍ରାୟଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହୋମବଳି ରୂପେ ଏକ ମେଷଛୁଆ ପ୍ରାୟଶ୍ଚିତ ଦିନ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
Odia IRV 2017 (ଓଡିଆ ବାଇବେଲ)
ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।