Leviticus 16:30 — Compare Translations
5 translations compared side by side
Odia - 1840
"କାରଣ ସହେି ଦିନ ରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାଯଶ୍ଚିତ କରାୟିବ। ତୁମ୍ଭମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚିକରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ କରାଯିବ। ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।