Leviticus 16:31 — Compare Translations
5 translations compared side by side
Odia - 1840
"ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମଦିନ, ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ଏହା ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମ ଦିନ, ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
Odia IRV 2017 (ଓଡିଆ ବାଇବେଲ)
ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।