Leviticus 16:32 — Compare Translations

5 translations compared side by side

Odia - 1840
"ପୁଣି ପିତା ବଦଳ ରେ ଯେଉଁ ପୁତ୍ର ମହାୟାଜକତ୍ବ ପଦ ରେ ଅଭିଷିକ୍ତ ଓ ନିୟୁକ୍ତ ହବେ, ସହେି ସହାୟାଜକ ପ୍ରାଯଶ୍ଚିତ କରିବ। ଆଉ ସେ ଶୁଭ୍ରବସ୍ତ୍ର ଅର୍ଥାତ୍ ପବିତ୍ର ବସ୍ତ୍ରସବୁ ପିନ୍ଧିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପିତାର ବଦଳେ ଯାଜକତ୍ଵ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ପିତା ବଦଳରେ ଯେଉଁ ପୁତ୍ର ମହାଯାଜକତ୍ୱ ପଦରେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ମହାଯାଜକ ପ୍ରାୟଶ୍ଚିତ କରିବ। ଆଉ ସେ ଶୁଭ୍ରବସ୍ତ୍ର ଅର୍ଥାତ୍ ପବିତ୍ର ବସ୍ତ୍ରସବୁ ପିନ୍ଧିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।