Leviticus 16:33 — Compare Translations

5 translations compared side by side

Odia - 1840
"ଆଉ ସେ ମହାପବିତ୍ର ସ୍ଥାନ, ସମାଗମ ତମ୍ବୁ ଓ ୟଜ୍ଞବଦେୀ ନିମନ୍ତେ ପ୍ରାଯଶ୍ଚିତ କରିବ। ଆଉ ମଧ୍ଯ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାଯଶ୍ଚିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ଓ ସମାଗମ-ତମ୍ଵୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରିବ। ଆଉ ମଧ୍ୟ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।