Leviticus 16:34 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ସମାନଙ୍କେର ସମସ୍ତ ପାପ ସକାଶୁ ବର୍ଷ ମଧିଅରେ ଏକଥର ପ୍ରାଯଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। ତହୁଁ ସେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।