Leviticus 16:4 — Compare Translations
5 translations compared side by side
Odia - 1840
"ହାରୋଣ ଜଳ ରେ ନିଜର ଶରୀରକୁ ଧେ ୗତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦହେ ରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟୀବନ୍ଧନୀ କଟି ରେ ବାନ୍ଧିବେ ଓ ଶୁଭ୍ର ପଗଡି ମୁଣ୍ଡ ରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପବିତ୍ର ଶୁଭ୍ର ଜାମା ପିନ୍ଧିବ ଓ ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ ଓ ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବ ଓ ଶୁଭ୍ର ପାଗରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏହେତୁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
Odia IRV 2017 (ଓଡିଆ ବାଇବେଲ)
ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।