Leviticus 16:5 — Compare Translations
5 translations compared side by side
Odia - 1840
"ପୁଣି ହାରୋଣ ଇଶ୍ରାୟେଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହାମବେଳି ପାଇଁ ଏକ ମଷେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।