Leviticus 16:6 — Compare Translations

5 translations compared side by side

Odia - 1840
"ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥି ରେ ପ୍ରାଯଶ୍ଚିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।