Leviticus 16:7 — Compare Translations

5 translations compared side by side

Odia - 1840
"ତ'ପରେ ହାରୋଣ ଦୁଇଟି ଛାଗ ସମାଗମ ତମ୍ବୁର ଦ୍ବାର ଦେଶ ରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ହାରୋଣ ଦୁଇଟି ଛାଗ ସମାଗମ-ତମ୍ବୁର ଦ୍ୱାର ଦେଶରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।