Leviticus 16:8 — Compare Translations

5 translations compared side by side

Odia - 1840
"ପୁଣି ହରୋଣ ସହେି ଦୁଇ ଛାଗ ବିଷଯ ରେ ଗୁଲିବାଣ୍ଟ କରିବେ। ସେଥିରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ଯାଗ (ଅଜାଜଲେ) ନିମନ୍ତେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହରୋଣ ସେହି ଦୁଇ ଛାଗ ବିଷୟରେ ଗୁଲିବାଣ୍ଟ କରିବେ। ସେଥିରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ (ଅଜାଜେଲ) ନିମନ୍ତେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।