Leviticus 17:10 — Compare Translations
5 translations compared side by side
Odia - 1840
"ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Odia IRV 2017 (ଓଡିଆ ବାଇବେଲ)