Leviticus 17:11 — Compare Translations

5 translations compared side by side

Odia - 1840
"କାରଣ ରକ୍ତ ରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ଆମ୍ଭେ ତାହା ୟଜ୍ଞବଦେୀ ଉପରେ ତୁମ୍ଭମାନଙ୍କୁ ଦଇେଅଛୁ, ଯେ ହତେୁ ପ୍ରାଣର ମୂଲ୍ଯ ରେ ରକ୍ତ ହିଁ ପ୍ରାଯଶ୍ଚିତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରଇ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ରକ୍ତରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ଆମ୍ଭେ ତାହା ଯଜ୍ଞବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ମୂଲ୍ୟରେ ରକ୍ତ ହିଁ ପ୍ରାୟଶ୍ଚିତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।