Leviticus 17:12 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ଯରୁ କହେି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ପ୍ରାଣୀ ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ୟରୁ କେହି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।