Leviticus 17:14 — Compare Translations
5 translations compared side by side
Odia - 1840
"କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତ ରେ ହିଁ ଥାଏ। ଏଣୁ ଆମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭମାନେେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେ ହତେୁ ସକଳ ପ୍ରାଣୀର ରକ୍ତ ହିଁ ତା'ର ପ୍ରାଣ। ଯେ କହେି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସବୁ ପ୍ରାଣୀର ପ୍ରାଣ ସମ୍ଵନ୍ଧରେ ରକ୍ତ ହିଁ ପ୍ରାଣ ସ୍ଵରୂପ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତରେ ହିଁ ଥାଏ। ଏଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭେମାନେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତା’ର ପ୍ରାଣ। ଯେକେହି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।