Leviticus 17:15 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ଯରୁ ଯେ କହେି ସ୍ବଯଂ ମୃତ କିମ୍ବା ପଶୁ ଭୋଜନ କରେ, ତବେେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସ୍ଵଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ଵୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।