Leviticus 17:16 — Compare Translations

5 translations compared side by side

Odia - 1840
"ଯଦି ସେ ତା'ର ବସ୍ତ୍ର ନଧୂଏ କିମ୍ବା ସ୍ନାନ ନକରେ, ତବେେ ସେ ପାପର ଅପରାଧ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେ (ବସ୍ତ୍ର) ନ ଧୁଏ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ତା’ର ବସ୍ତ୍ର ନ ଧୂଏ କିମ୍ବା ସ୍ନାନ ନ କରେ, ତେବେ ସେ ପାପର ଅପରାଧ ବହନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”