Leviticus 17:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷଯ ରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷୟରେ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।