Leviticus 17:4 — Compare Translations

5 translations compared side by side

Odia - 1840
"ସହେି ଲୋକ ସହେି ପ୍ରାଣୀକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ ଓ ସହେି ପ୍ରାଣୀର ଏକ ଅଂଶ ଉପହାର ସ୍ବରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ। ସେ ଯଦି ତାହା ନକରେ ତବେେ ରକ୍ତପାତର ଅପରାଧ ରେ ଅପରାଧୀ ହବେ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)