Leviticus 17:5 — Compare Translations

5 translations compared side by side

Odia - 1840
"ଏଣୁ ଇଶ୍ରାୟେଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ ତମ୍ବୁର ଦ୍ବାର ରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେ ଯେ ବଳି କ୍ଷେତ୍ରକୁ ନିଅନ୍ତି, ସେସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ଵୁଦ୍ଵାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଇସ୍ରାଏଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।