Leviticus 17:6 — Compare Translations

5 translations compared side by side

Odia - 1840
"ତା'ପରେ ସେ ଯାଜକ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ରକ୍ତ ଛିଞ୍ଚିବେ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ବରୂପ ସହେି ମଦେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ସେହି ମେଦ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।