Leviticus 17:7 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯେଉଁ ଛାଗ (ଦେବତା)ମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ । ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।