Leviticus 17:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ସବୁ ଲୋକଙ୍କୁ କହିବ, ଇଶ୍ରାୟେଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯବେେ ହାମବେଳି କି ବଳିଦାନ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ-ବଂଶଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ହୋମ କି ବଳିଦାନ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସବୁ ଲୋକଙ୍କୁ କହିବ, ଇସ୍ରାଏଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯେବେ ହୋମବଳି କି ବଳିଦାନ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,