Leviticus 17:9 — Compare Translations

5 translations compared side by side

Odia - 1840
"ତବେେ ସେ ସହେି ବଳିଦାନ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନକରିବ ତବେେ ସେ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ଵୁଦ୍ଵାରକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ସେହି ବଳିଦାନ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନ କରିବ ତେବେ ସେ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।