Leviticus 18:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ପୌତ୍ରୀର କିମ୍ବା ଦୌହିତ୍ରୀର ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ନିଜ ଭବିଷ୍ଯତ ବଂଶଧର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜ ପୌତ୍ରୀର କିମ୍ବା ଦୌହିତ୍ରୀର ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ନିଜ ଭବିଷ୍ୟଦ୍ ବଂଶଧର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।