Leviticus 18:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭ ବିମାତା କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛିଓ ସେ ତୁମ୍ଭର ଭଗିନୀ, ତା' ସହିତ ୟୌନ ସଂପର୍କ ରଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ବିମାତୃକନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।