Leviticus 18:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଜର ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସଂପର୍କୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।