Leviticus 18:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନଯ କର ନାହିଁ। ସେ ତୁମ୍ଭର ଖୁଡୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପନିୀ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନୟ କର ନାହିଁ। ସେ ତୁମ୍ଭର ଖୁଢ଼ୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।