Leviticus 18:15 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ୟୌନ ସଂପର୍କ ରଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।