Leviticus 18:17 — Compare Translations

5 translations compared side by side

Odia - 1840
"ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସମାନେେ ତା'ର ନିକଟ ସଂପର୍କୀଯ। ଏପ୍ରକାର ୟୋନ ସଂପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରଜାତା; ଏହା ଦୁଷ୍ଟତା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେମାନେ ତା’ର ନିକଟ ସମ୍ପର୍କୀୟ। ଏପ୍ରକାର ଯୌନ ସମ୍ପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।