Leviticus 18:19 — Compare Translations
5 translations compared side by side
Odia - 1840
"ପୁଣି କୌଣସି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୌଣସି ସ୍ତ୍ରୀ ତାହାର ସ୍ତ୍ରୀଧର୍ମ ହେତୁ ଅଶୁଚି ଥିବାଯାଏ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି କୌଣସି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।