Leviticus 18:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ,ଣଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।