Leviticus 18:20 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ କୌଣସି ପ୍ରତିବେଶୀ ସ୍ତ୍ରୀ ସହିତ ୟୌନ ସଂପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟାଠାରେ ଗମନ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭେ କୌଣସି ପ୍ରତିବାସୀ ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।