Leviticus 18:21 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଉତ୍ସର୍ଗୀତ ହେବାକୁ ଦେବା ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କ ପବିତ୍ର ନାମକୁ କଳୁଷିତ ନିଶ୍ଚୟ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।