Leviticus 18:22 — Compare Translations

5 translations compared side by side

Odia - 1840
"ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ୟୌନ କଂପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ଯ ପାପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ୟ ପାପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।