Leviticus 18:23 — Compare Translations
5 translations compared side by side
Odia - 1840
"ତୁମ୍ଭେ କୌଣସି ପଶୁ ସହିତ ୟୌନ ସଂପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଏହା ପ୍ରକୃତି ବି ରୋଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ତତା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।