Leviticus 18:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହିସବୁ ମଧ୍ଯରୁ କୌଣସି କ୍ରିଯା ଦ୍ବାରା ନିଜକୁ ଅଶୁଚି କରନାହିଁ। କାରଣ ଆମ୍ଭେ ଯେଉଁ ଦେଶୀଯ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସମାନେେ ଏହିସବୁ କ୍ରୀଯା ଦ୍ବାରା ଅଶୁଚି ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ଵାରା ଅଶୁଚି ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ନିଜକୁ ଅଶୁଚି କର ନାହିଁ। କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।